ଆଜିର ଖବର ଧବଳେଶ୍ୱର ପୀଠରେ ୧୬୩ ଧାରା ଜାରି, ୨୯ ତାରିଖ ଯାଏଁ ଦର୍ଶନ ବନ୍ଦ କଟକ: ମହାନଦୀରେ ଜଳସ୍ତର ବୃଦ୍ଧି ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରସିଦ୍ଧ ଧବଳେଶ୍ୱର ପୀଠରେ ପ୍ରଶାସନ ପକ୍ଷରୁ ଭାରତୀୟ ନାଗରିକ ସୁରକ୍ଷା ସଂହିତାର ୧୬୩…