ଧବଳେଶ୍ବର ସେତୁ

ଭୁବନେଶ୍ୱର: ଧବଳେଶ୍ଵର ପୀଠକୁ ସଂଯୋଗ କରୁଥିବା  ନୂତନସ୍ଥାୟୀ ସେତୁର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶେଷସ୍ପର୍ଶ ଦିଆଯିବା ପରେ ଏହା ସର୍ବସାଧାରଣଙ୍କ ଗମନାଗମନ ନିମନ୍ତେ ଉନ୍ମୁକ୍ତ…