ଆଜିର ଖବର ଆୟ ବହିର୍ଭୂତ ସମ୍ପତ୍ତି ଅଭିଯୋଗ: ଧର୍ମଶାଳା ଏବିଇଓଙ୍କ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଯାଜପୁର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳାର ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ (ଏବିଇଓ) ଜୟଦେବ ଜେନାଙ୍କ ସହ ଜଡ଼ିତ ୭ଟି…