ବିଶେଷ ଖବର ଚାଷୀଙ୍କ ପାଇଁ ଅଧିକ ସଂସ୍ଥା ମାଧ୍ୟମରେ ଧାନ କିଣିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଚାଷୀମାନଙ୍କ ସୁବିଧା ନିମନ୍ତେ ଅଧିକରୁ ଅଧିକ ସଂଖ୍ୟକ ମହିଳା ସ୍ୱୟଂସହାୟକ ଗୋଷ୍ଠୀ, ଆର୍.ଏମ୍.ସି. ଏବଂ କୃଷିବିପଣୀ ସଂସ୍ଥାମାନଙ୍କୁ ନିୟୋଜିତ କରିବା ପାଇଁ…