ବିଶେଷ ଖବର ମଲ୍ଲିକାର୍ଜୁନ ଖଡଗେ ହେବେ କି ଇଣ୍ଡିଆ ମେଣ୍ଟର ପ୍ରଧାନମନ୍ତ୍ରୀ ଚେହେରା?, ମମତା ବାନାର୍ଜୀ ଦେଲେ ପ୍ରସ୍ତାବ ନୂଆଦିଲ୍ଲୀ: ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ବୈଠକରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ନାମକୁ ବିରୋଧୀଙ୍କ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ରୂପେ ପ୍ରସ୍ତାବ ଦେଇଛନ୍ତି।…