ଆଞ୍ଚଳିକ ମା’ ଭଗବତୀ ମନ୍ଦିରର ନିୟମ ଭାଙ୍ଗୁଛନ୍ତି ଖୋଦ କାର୍ଯ୍ୟନିର୍ବାହୀ ଅଧିକାରୀ: ଧାର୍ମିକ ଭାବନା କ୍ଷୁର୍ଣ୍ଣ ହେଉଥିବା ଅଭିଯୋଗ ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ପ୍ରସିଦ୍ଧ ଶକ୍ତିପିଠ ମା’ ଭଗବତୀ ମନ୍ଦିରକୁ ରାଜ୍ୟର କୋଣ ଅନୁକୋଣରୁ ପ୍ରତ୍ୟହ ହଜାର ହଜାର ଭକ୍ତ ଆସିଥାନ୍ତି। ନିକଟରେ…