ଆଞ୍ଚଳିକ କାଙ୍କଣ ଶିଖରୀରେ ରଥଯାତ୍ରାକୁ ନେଇ ପ୍ରଶାସନିକ ଅଧିକାରୀଙ୍କ ସ୍ଥାନ ପରିଦର୍ଶନ ସୀତାରାମ ଅଗ୍ରୱାଲ ବାଲୁଗାଁ: ଚିଲିକା ବ୍ଲକ ଅନ୍ତର୍ଗତ ନଇରୀ ସ୍ଥିତ ଲୀଳାକ୍ଷେତ୍ର କାଙ୍କଣ ଶିଖରୀରେ ପ୍ରସିଦ୍ଧ ରଥଯାତ୍ରା ନେଇ ସୋମବାର ପୂର୍ବାହ୍ନରେ ତହସିଲଦାର ଦିଲ୍ଲୀପ ଷଡ଼ଙ୍ଗୀ, ବିଡ଼ିଓ…