ଆଜିର ଖବର କଂଗ୍ରେସ ଛାଡି ବିଜେପିରେ ସାମିଲ ହେଲେ ସରପଞ୍ଚ ଓ ଶତାଧିକ କର୍ମି ଭୁବନେଶ୍ୱର: ଆଜି କଟକ ସଦର ଜିଲ୍ଲା ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଶାଳଗାଁ ସରପଂଚ ପବିତ୍ର ମୋହନ ଉପାଧ୍ୟାୟ, ନଖରା…