ନବମ ଶ୍ରେଣୀ ପରୀକ୍ଷା

ଭୁବନେଶ୍ଵର: ୩୦ ତାରିଖ ପରେ ନବମ ଶ୍ରେଣୀ ପରୀକ୍ଷା ହୋଇପାରେ। ସ୍ଥିତିକୁ ଦେଖି ଆସନ୍ତା ୩୦ ତାରିଖ ପରେ ନବମ ଶ୍ରେଣୀ ପରୀକ୍ଷା ପାଇଁ ନିଷ୍ପତ୍ତି ନିଆଯିବ।…