ଆଜିର ଖବର ଓଡିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଆଜି ବ୍ରହ୍ମପୁର ଓ ନବରଂଗପୁରରେ କରିବେ ପ୍ରଚାର ଭୁବନେଶ୍ବର: ରବିବାର ରାତିରେ ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିବା ପରେ ତାଙ୍କୁ ଦଳ ତରଫରୁ ସ୍ବାଗତ କରାଯାଇଥିଲା। ସେଠାରୁ…