ଆଜିର ଖବର ୧ ଲକ୍ଷ କୋଟି ମୂଲ୍ୟର ଗବେଷଣା, ବିକାଶ ଓ ନବସୃଜନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଉଦୀୟମାନ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନ ସମ୍ମିଳନୀ (ଇଏସଟିଆଇସି) ୨୦୨୫କୁ ସମ୍ବୋଧନ କରିଥିଲେ। ଏହି ଅବସରରେ,…