ଜାତୀୟ ଖବର ଦୁର୍ନୀତି ନିବାରଣ ସପ୍ତାହରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ,14 ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା…