ଜାତୀୟ ଖବର ଏଥର କାହିଁକି ଦୁଇଟି ଆସନରୁ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କଣ ରହିଛି କାରଣ ? ଭୁବନେଶ୍ବର: ଏଥର ଦୁଇଟି ଆସନରୁ ପ୍ରାର୍ଥୀ ହେବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ସମସ୍ତଙ୍କୁ ଚମକୃତ କରି ନିଜେ ଦୁଇଟି ଆସନରୁ ଲଢେଇ କରିବେ…