ଆଜିର ଖବର ପ୍ରାର୍ଥୀପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜାଣନ୍ତୁ କେଉଁଦିନ କେତେବେଳେ ଭୁବନେଶ୍ବର: ଆସନ୍ତାକାଲି ମଙ୍ଗଳବାରରେ ହିଞ୍ଜିଳିରୁ ପ୍ରାର୍ଥିପତ୍ର ଦାଖଲେ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଷଷ୍ଠଥର ପାଇଁ ଏହି ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିର୍ବାଚନ ଲଢୁଛନ୍ତି…