ଆଜିର ଖବର ଆଜି ହସପିଟାଲରୁ ଡିସଚାର୍ଯ୍ୟ ହେଲେ ନବୀନ ପଟ୍ଟନାୟକ, ଜାଣନ୍ତୁ କେବେ ଆସିବେ ଓଡିଶା ଭୁବନେଶ୍ବର: ଆଜି ମୁମ୍ବାଇସ୍ଥିତ କୋକିଳାବେନ ଧୀରୁଭାଇ ଆମ୍ବାନୀ ହସପିଟାଲରୁ ଡିସଚାର୍ଯ୍ୟ ହୋଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନନାୟକ। ଗତମାସ 22 ତାରିଖରେ ତାଙ୍କର ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅପରେସନ…