ଆଜିର ଖବର ନବୀନଙ୍କ ଦେଶୀ ଓଡ଼ିଆ ଖାଦ୍ୟରେ ଶାହା ଖୁସ୍ ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଆଜି ନବୀନ ନିବାସରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହାଙ୍କୁ ଭବ୍ୟ ମଧ୍ୟାହ୍ନ ଭୋଜନରେ ଆପ୍ୟାୟିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…