ବିଶେଷ ଖବର BIG BREAKING: ଆଜି ସନ୍ଧ୍ୟା ୬ଟା ୩୦ ରେ ମୁଖ୍ୟମନ୍ତ୍ରୀ କରିବେ ବଡ ଘୋଷଣା ଭୁବନେଶ୍ବର: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ ଘୋଷଣା କରିବେ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ଯାଳୟରୁ ସୂଚନା ଦିଆଯାଇଛି। ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ…