ଜାତୀୟ ଖବର ବିଜେଡି ସଂଗଠନକୁ କେହି ନୀଚ ଭାବିବା ଉଚିତ ନୁହେଁ, ଏମିତି କାହିଁକି କହିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭୁବନେଶ୍ବର: ଆଜି ନବମ ଥର ପାଇଁ ବିଜେଡିର ସଭାପତି ହେଲେ ନବୀନ ପଟ୍ଟନାୟକ। ଆଜି ଦଳର ସଭାପତି ପଦ ପାଇଁ ନିର୍ବାଚନ ଥିଲା। ଏଥିରେ ଏକମାତ୍ର ପ୍ରାର୍ଥୀ…