ନବୀନ ମୋଦି ସାକ୍ଷାତ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାରିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସେ ଗତକାଲି ଅପରାହ୍ନରେ ଭୁବନେଶ୍ବରରୁ ନୂଆଦିଲ୍ଲୀ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ସେ ବିଭିନ୍ନ…