ଆଜିର ଖବର ନଭେମ୍ବର ୨୫ ରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ ନଗରସ୍ଥିତ ଜେୱର ଠାରେ ୨୫ ନଭେମ୍ବର, ୨୦୨୧ରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦର (ଏନଆଇଏ) ନିର୍ମାଣ…