ଆଜିର ଖବର ନାରୀ ନେତ୍ରୀଙ୍କ ପାଇଁ ଦିନିକିଆ କର୍ମଶାଳାକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ: ନାରୀଶକ୍ତି ହେଉଛି ଶକ୍ତି, ନମ୍ରତା ଏବଂ ଆଶାର ପ୍ରତୀକ। ଭାରତୀୟ ସଭ୍ୟତାରେ ମହିଳାମାନଙ୍କୁ ସମ୍ମାନ ଦେବା ଓ ସେମାନଙ୍କ ସହ ଉତ୍ତମ ବ୍ୟବହାର କରିବାର ଅନ୍ତର୍ନିହିତ…