ନର୍ସମାନଙ୍କୁ ପ୍ରଶିକ୍ଷଣ

ଭୁବନେଶ୍ୱର: ଗୁରୁତର ଥିବା ରୋଗୀମାନଙ୍କୁ ଉପଯୁକ୍ତ ଚିକିତ୍ସା, ସେବା ଏବଂ ଯତ୍ନ ପ୍ରଦାନ କ୍ଷେତ୍ରରେ ନର୍ସମାନଙ୍କୁ ଅଧିକ ପ୍ରଶିକ୍ଷିତ କରିବାର ଲକ୍ଷ୍ୟ ନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍…