ବିଶେଷ ଖବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗରେ ସୃଷ୍ଟି ହେଲା ୧୧,୦୦୬ଟି ନର୍ସିଂ ଅଫିସର ପଦବୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବାପାଇଁ ୧୧,୦୦୬ଟି ନୂତନ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି।…