ଆଜିର ଖବର ନାଇଡୁ କମିଶନ ଫାଇଲ ଗାଏବ ଘଟଣା: ୩ ଜଣଙ୍କ ବୟାନ ରେକର୍ଡ କଲା କ୍ରାଇମବ୍ରାଞ୍ଚ ଭୁବନେଶ୍ୱର: ଗୃହ ବିଭାଗ କାର୍ଯ୍ୟାଳୟରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲା ସମ୍ବଳିତ ‘ନାଇଡୁ କମିଶନ’ ଫାଇଲ୍ ନିଖୋଜ ଘଟଣାରେ ତଦନ୍ତ ପ୍ରକ୍ରିୟାକୁ ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ।…