ଆଜିର ଖବର ରାସ୍ତା କଡ଼ରୁ ଜିଆରଏସଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ ରେଢାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକ୍ଟିଦେଉଳ ବ୍ଳକ ଘୋଷରାମାଳ ପଞ୍ଚାୟତ ଅନ୍ତର୍ଗତ ଧାତୁକିମାଲ ଗ୍ରାମ ନିକଟ ରାସ୍ତା କଡ଼ରୁ ଘୋଷରାମାଲ ପଞ୍ଚାୟତର ଜିଆରଏସଙ୍କ ମୃତ ଦେହ ଆଜି…