ନାଟ୍ୟକାର ବିନୋଦ ପଶାୟତ

ସମ୍ବଲପୁର: ଗତକାଲି ଓଡିଶାର ପ୍ରତିଷ୍ଠିତ ନାଟ୍ୟକାର ବିନୋଦ ପଶାୟତଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି। ଆଜି ତାଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କରିଛନ୍ତି…