ଆଜିର ଖବର ସୁବର୍ଣ୍ଣରେଖା ନଦୀରେ ବୁଡ଼ି ନାବାଳକଙ୍କ ମୃତ୍ୟୁ, ଅନ୍ୟ ଜଣେ ନିଖୋଜ ବାଲେଶ୍ୱର: ଜଳେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା। ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ସମୟରେ ପ୍ରଖର ସ୍ରୋତରେ ଭାସିଯାଇ ଦୁଇ ଜଣ ନାବାଳକ…