ନାବାଳକର ପ୍ରାଣହାନୀ

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଭୀମପୁର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଜଣେ ନାବାଳକ ପୋଖରୀରେ ବୁଡି ପ୍ରାଣ ହରାଇଛି।…