ଅପରାଧ ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାକୁ ପ୍ରତାରଣା, ଅଭିଯୁକ୍ତ ଗିରଫ ରେଢ଼ାଖୋଲ (କନ୍ଦର୍ପ ବେହେରା): ଜନୈକ ନାବାଳିକାକୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଶେଷରେ ପ୍ରତାରଣା କରିବା ଅଭିଯୋଗରେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…