ଆଞ୍ଚଳିକ ବାଣପୁର: ବିଷାକ୍ତ ସାପ କାମୁଡ଼ାରେ ନାବାଳିକାଙ୍କ ମୃତ୍ୟୁ ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁର ଥାନା ଅନ୍ତର୍ଗତ ମନଇଛାପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ବିଷାକ୍ତ ସାପ କାମୁଡ଼ାରେ ଜଣେ ନାବାଳିକାର ମୃତ୍ୟୁ ହୋଇଥିବା ଜଣାଯାଇଛି।…