ଅପରାଧ ସିସିଟିଭିରେ କଏଦ୍: ହୋଟେଲର ତୃତୀୟ ମହଲାରୁ ଡେଇଁ ନାବାଳିକାଙ୍କ ଆତ୍ମହତ୍ୟା ଉଜ୍ଜୈନ: ମଧ୍ୟପ୍ରଦେଶର ଉଜ୍ଜୈନର ମହାକାଳ ମନ୍ଦିର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହୋଟେଲର ତୃତୀୟ ମହଲାରୁ ଡେଇଁ ଜଣେ ନାବାଳିକା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।…