ଆଜିର ଖବର ଜଗନ୍ନାଥ ସଂସ୍କୃତିରେ ନାରୀତତ୍ତ୍ୱ: ଆଧ୍ୟାତ୍ମିକତାରେ ମୁଖରିତ ହେଲା ମହାବିଦ୍ୟାଳୟ ପରିସର ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟ, ବାଣପୁରର ଶକ୍ତିଶ୍ରୀ ସଶକ୍ତିକରଣ ପ୍ରକୋଷ୍ଠ ପକ୍ଷରୁ “ଜଗନ୍ନାଥ ସଂସ୍କୃତିରେ ନାରୀତତ୍ତ୍ୱ” ଶୀର୍ଷକ ଏକ ମନୋଜ୍ଞ ଓ ଜ୍ଞାନବର୍ଦ୍ଧକ ଆଲୋଚନାଚକ୍ର ମହାବିଦ୍ୟାଳୟର ଅଡିଟୋରିୟମ୍ ହଲ୍ରେ…