ନିଃଶୁଳ୍କ ପାଠ୍ୟପୁସ୍ତକ ଯୋଗାଣ

ଭୁବନେଶ୍ୱର: ରାଜ୍ୟର ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ମାଧ୍ୟମିକ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ଏଣିକି ନିଃଶୁଳ୍କ ପାଠ୍ୟପୁସ୍ତକ ପ୍ରଦାନ କରାଯିବ। ଅନୁସୂଚିତ…