ଜାତୀୟ ଖବର ଚିନ୍ତା ବଢାଇଲାଣି କରୋନା ଆକ୍ରାନ୍ତ ସଂଖ୍ୟା, ସମୀକ୍ଷା କରି ମୁଖ୍ୟ ଶାସନ ସଚିବ ଦେଲେ ଏହି ନିର୍ଦ୍ଦେଶ ଭୁବନେଶ୍ୱର: ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍ ସ୍ଥିତି ପୂର୍ଣ୍ଣ ନିୟନ୍ତ୍ରଣାଧିନ ଅଛି । ତେବେ ସହରାଞ୍ଚଳମାନଙ୍କରେ ସଂକ୍ରମଣ ସଂଖ୍ୟା ବଢ଼ୁଥିବାରୁ ଟିକାକରଣ, ସଚେତନତା ଏବଂ ସଠିକ୍ ସୂଚନା…