ଜାତୀୟ ଖବର କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧ ଶତବାର୍ଷିକୀ ରାଜ୍ୟସ୍ତରରେ ଆୟୋଜନ କରାଯିବ-ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ସ୍ବଭାବ କବି ଗଙ୍ଗାଧର ମେହେର ଓଡିଆ ଜାତିର ଗର୍ବ ଓ ଗୌରବ। ତାଙ୍କର ଅନନ୍ୟ ସାରସ୍ବତ ପ୍ରତିଭା ଓଡିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିଛି।…