ଆଜିର ଖବର ନିଟ୍ ପରୀକ୍ଷାର୍ଥୀଙ୍କ ପାଇଁ ଚାଲିଲା ସ୍ବତନ୍ତ୍ର ଟ୍ରେନ, ଜାଣନ୍ତୁ କେଉଁ ଟ୍ରେନ କେତେବେଳେ କେଉଁଠୁ ବାହାରୁଛି ଭୁବନେଶ୍ବର, ରାଜ୍ୟର ନିଟ୍ ପରୀକ୍ଷାର୍ଥୀଙ୍କ ପାଇଁ ପୂର୍ବତଟ ରେଳବାଇ ପକ୍ଷରୁ ଆଠଟି ସ୍ବତନ୍ତ୍ର ଟ୍ରେନ ଚଳାଚଳ କରିବ ବୋଲି ସୂଚନା ଦିଆଯାଇଛି। ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଶହଶହ…