ଆଜିର ଖବର ନବମ ଶ୍ରେଣୀ ଛାତ୍ରକୁ ଦଶମ ଶ୍ରେଣୀ ଛାତ୍ର ହାଣିବା ଘଟଣା: ଉନ୍ନତ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଭୁବନେଶ୍ୱର: ଅନୁଗୁଳରେ ଜଣେ ନବମ ଶ୍ରେଣୀ ଛାତ୍ରକୁ ଦଶମ ଶ୍ରେଣୀ ଛାତ୍ର ହାଣୀ ଗୁରୁତର ଆହତ କରିବା ଘଟଣା ଜାଣିବା ପରେ ମୁଖ୍ୟମନ୍ତ୍ରୀ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ…