ଆଜିର ଖବର ବାଣପୁର: ସେଣ୍ଟ ଜାଭିଅରସ ହାଇସ୍କୁଲ ପରିସରରେ ଅନୁଷ୍ଠିତ ହେଲା ‘ମାଗଣା ହାଟ’ ନାମକ ନିଆରା କାର୍ଯ୍ୟକ୍ରମ ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ସେଣ୍ଟ ଜାଭିଅରସ ହାଇସ୍କୁଲ ପରିସରରେ ଆଜି ଅନୁଷ୍ଠିତ ହୋଇଯାଇଛି ‘ମାଗଣା ହାଟ’ ନାମକ ଏକ ନିଆରା କାର୍ଯ୍ୟକ୍ରମ।…