ଆଜିର ଖବର ବାତ୍ୟା ପାଇଁ ଓଡିଶାର ଚାରୋଟି ଜିଲ୍ଲାରେ ପ୍ରବଳ ବର୍ଷା, ସତର୍କ ରହିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଭୁବନେଶ୍ବର, ସାମ୍ଭବ୍ୟ ବାତ୍ୟା ‘ନିଭାର’ ର ଜୋରଦାର ପ୍ରଭାବ ଓଡିଶାରେ ଅନୁଭୂତ ହେବାର ନାହିଁ। ହେଲେ ଦକ୍ଷିଣ ଓଡିଶାରେ ଏହାର ପ୍ରଭାବ ସାମାନ୍ୟ ରହିବ ବୋଲି ଜଣାପଡିଛି।…