ଆଜିର ଖବର ମୁଖ୍ୟମନ୍ତ୍ରୀଙ୍କ ପରେ ମହାକୁମ୍ଭରେ ବୁଡ ପକାଇଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭୁବନେଶ୍ୱର: ପବିତ୍ର ତ୍ରିବେଣୀ ସଙ୍ଗମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ବୁଡ଼ ପକାଇଛନ୍ତି । ସପ୍ତଲୋକକୁ ସ୍ମରଣ କରି ସେ ସାତ ଥର ବୁଡ଼ ପକେଇଛନ୍ତି…