ବିଶେଷ ଖବର ୧୨ ଟି ବିଭାଗରେ ନିଯୁକ୍ତି ପାଇଲେ ୭,୨୯୩: ନବନିଯୁକ୍ତ ମାନଙ୍କୁ ଚାରୋଟି ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଆପଣମାନେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଓ ସାଧୁତାପୂର୍ଣ୍ଣ ନିଯୁକ୍ତି ପ୍ରକ୍ରିୟା ଜରିଆରେ ସରକାରୀ ଚାକିରୀ ଯୋଗ ଦେଉଛନ୍ତି। ତେଣୁ ଆପଣଙ୍କ କର୍ତ୍ତବ୍ୟପଥରେ ସାଧୁତା ଓ ସ୍ୱଚ୍ଛତା ଅବଲମ୍ୱନ…