ଆଜିର ଖବର ଜୁନାଗଡ ଆରଏମସି ରେ କର୍ମଚାରୀ ନିଯୁକ୍ତିରେ ପାତର ଅନ୍ତର ଅଭିଯୋଗ, ଉଚ୍ଚ ସ୍ତରୀୟ ଭିଜିଲାନ୍ସ ତଦନ୍ତ ଦାବି କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): କଳାହାଣ୍ଡି ଜିଲ୍ଲାର ବ୍ୟବସାୟିକ କେନ୍ଦ୍ର ସ୍ଥଳ ଜୁନାଗଡ ଠାରେ ଥିବା ନିୟନ୍ତ୍ରିତ ବଜାର କମିଟି (ଆରଏମସି) ରେ ବ୍ୟାପକ ଅନିୟମିତତା ହେଉଥିବା…