ଆଜିର ଖବର ରୋଜଗାର ମେଳାର ପଞ୍ଚମ ପର୍ଯ୍ୟାୟରେ ୪୭୩ ଜଣଙ୍କୁ ନିଯୁକ୍ତି ପତ୍ର ବିତରଣ କଲେ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ଵର: ବର୍ତ୍ତମାନର ପରିବର୍ତ୍ତିତ ଦୁନିଆ ଏବଂ ଟେକ୍ଲୋଲୋଜି ଯୁଗରେ ନିଜକୁ ସ୍କିଲିଂ, ରି-ସ୍କିଲିଂ ଏବଂ ଅପ ସ୍କିଲିଂ କରାଇବା ଜରୁରୀ। ବିଶେଷ ଭାବରେ ଆଜି ନିଯୁକ୍ତି ପାଇଥିବା…