ଆଜିର ଖବର ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ବିୟୋଗ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଶୋକ ଭୁବନେଶ୍ବର: ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ବିୟୋଗ ହୋଇଯାଇଛି।ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ…