ଆଜିର ଖବର ସୀମା ସୁରକ୍ଷା ବାହିନୀର ନିରାପତା ରକ୍ଷା ଏବଂ ଉନ୍ନୟନମୂଳକ କାର୍ଯ୍ୟ ଭୁବନେଶ୍ୱର: ଓଡିଶା ଏବଂ ଛତିଶଗଡ ରାଜ୍ୟରେ ମୁତୟନ ହୋଇଥିବା ସୀମା ସୁରକ୍ଷା ବାହିନୀ ନିରାପତା ରକ୍ଷା ସହିତ ବିଭିନ୍ନ ପ୍ରକାର ସାମାଜିକ ଉନ୍ନୟନ ମୂଳକ କାର୍ଯ୍ୟରେ ଅଂଶଗ୍ରହଣ…