ଆଜିର ଖବର ଖୋର୍ଦ୍ଧା ଜିଲ୍ଲାରେ ପଞ୍ଚାୟତରାଜ ଅନୁଷ୍ଠାନ ନିର୍ବାଚନ ପରିଚାଳନା ପାଇଁ ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ବୈଠକ ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ପଞ୍ଚାୟତରାଜ ଅନୁଷ୍ଠାନ ନିର୍ବାଚନ ପରିଚାଳନା ପାଇଁ ନିଯୁକ୍ତ ସାଧାରଣ ନିର୍ବାଚନ ପର୍ଯ୍ୟବେକ୍ଷକ ଧନଞ୍ଜୟ ସ୍ୱାଇଁ ଓ ଖର୍ଚ୍ଚ ପର୍ଯ୍ୟବେକ୍ଷକ ପ୍ରଶାନ୍ତ କୁମାର ମହାକୁଡ଼…