ଜାତୀୟ ଖବର ରାମ ମନ୍ଦିର ନା ଜାତି ଗଣନା, ୨୦୨୪ ନିର୍ବାଚନରେ ସବୁଠାରୁ ବଡ଼ ପ୍ରସଙ୍ଗ କ’ଣ ହେବ ? ନୂଆଦିଲ୍ଲୀ: ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଗୋଟିଏ ପଟେ ଭାରତୀୟ ଜନତା ପାର୍ଟି (ବିଜେପି)…