ଆଜିର ଖବର କୋଟିଆରେ ନିର୍ବାଚନ ପ୍ରସଙ୍ଗ: ଆନ୍ଧ୍ରପ୍ରଦେଶକୁ ଜବାବ ତଲବ କଲେ ସୁପ୍ରିମକୋର୍ଟ ନୂଆଦିଲ୍ଲୀ/ଭୁବନେଶ୍ବର: କୋଟିଆରେ ନିର୍ବାଚନ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶକୁ ଜବାବ ତଲବ କରିଛନ୍ତି। ଏନେଇ ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶକୁ ନୋଟିସ କରିଛନ୍ତି। ଏହି ପ୍ରସଙ୍ଗରେ ଆନ୍ଧ୍ରର ଉତ୍ତର ମାଗିଛନ୍ତି ସୁପ୍ରିମକୋର୍ଟ।…