ଆଜିର ଖବର ଭଦ୍ରକର ଦୁଇ କଲେଜରେ ଛାତ୍ର ସଂସଦ ନିର୍ବାଚନ ବାତିଲ, ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଭଦ୍ରକ: ଭଦ୍ରକ ଜିଲ୍ଲାର ଦୁଇଟି କଲେଜରେ ଛାତ୍ର ସଂସଦ ନିର୍ବାଚନ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହାକୁ ନେଇ କଲେଜ ପରିସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।…