ଜାତୀୟ ଖବର ଆସିଲା ଆଶ୍ଚର୍ଯ୍ୟଜନକ ସର୍ଭେ: ଜାଣନ୍ତୁ ଦେଶର ସର୍ବୋତ୍ତମ ମୁଖ୍ୟମନ୍ତ୍ରୀ କିଏ ଏବଂ କିଏ ଗଠନ କରିବ ସରକାର? ନୂଆଦିଲ୍ଲୀ: ବର୍ତ୍ତମାନ ଦେଶର ୩୦ ଟି ରାଜ୍ୟରେ ନିର୍ବାଚିତ ସରକାର ଅଛନ୍ତି। ଏଥିରେ ଦିଲ୍ଲୀ ଏବଂ ପୁଡୁଚେରୀ ଭଳି କେନ୍ଦ୍ର ଶାସିତ ଅଞ୍ଚଳ ଅଞ୍ଚଳ ମଧ୍ୟ ଅନ୍ତର୍ଭୁକ୍ତ।…